ଭିନ୍ନକ୍ଷମ ଅଧିକାର ସାମାଜିକ ଦାୟିତ୍ୱବୋଧର ପରିଚାୟକ ବ୍ରହ୍ମପୁରରେ ଭିନ୍ନକ୍ଷମ ଅଧିକାର ସଚେତନତା ଶିବିର ଆୟୋଜିତ ।
ବ୍ରହ୍ମପୁର,୦୮/୦୯(ପିପିଟି): ଭିନ୍ନକ୍ଷମ ଅଧିକାର ଅଧିନିୟମ, ୨୦୧୬ ସଂପର୍କିତ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଓଡିଶା ରାଜ୍ୟ ଭିନ୍ନକ୍ଷମ ଆୟୁକ୍ତଙ୍କ କାର୍ଯ୍ୟାଳୟ ଏବଂ ଓଡିଶା ଉଚ୍ଚତର ଶିକ୍ଷା ନିର୍ଦ୍ଦେଶାଳୟଙ୍କ…
Read More...
Read More...