ଗଛପଡ଼ି ଜାତୀୟ ରାଜପଥ ଅବରୋଧ , ଏକାଧିକ ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗିଲା, ୧୦ରୁ ଊର୍ଦ୍ଧ୍ୱ ପଞ୍ଚାୟତ ଅନ୍ଧାରରେ ।
ବାଲିଗୁଡା,୦୧/୦୮(ପିପିଟି) : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ରେ ଗତ ଏକ ସପ୍ତାହ ହେଲା ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିବା ଫଳରେ ଜୀବନ ଯାତ୍ରା ବ୍ୟାହତ ହେବା ସହ ଛୋଟ ବଡ଼ ଧରଣର କ୍ଷୟକ୍ଷତି ହେଉଛି । ଏପରି ସ୍ଥଳେ…
Read More...
Read More...