ସୁନା ବ୍ୟବସାୟୀଙ୍କୁ ଖଣ୍ଡାରେ ଆକ୍ରମଣ କରି ଲୁଟ୍ ଘଟଣା: ପାଞ୍ଚ ଜଣିଆ ଟିମ ଗଠନ କରି ଅପରେସନ ଜୋରଦାର ।
ବାଲିଗୁଡା,୩୦୵୦୮(ପିପିଟି): କନ୍ଧମାଳ ଜିଲା ବାଲିଗୁଡ଼ା ସହରରେ ମଙ୍ଗଳବାର ପୂର୍ବାହ୍ନରେ ଡକାୟତି ହୋଇଥିବା ଘଟଣା ପରେ ଏବେ ଫେରାର ଥିବା ଡକାୟତି ଦଳକୁ ଧରିବା ପାଇଁ ପୋଲିସ ପକ୍ଷରୁ ଜୋରଦାର ଅପରେଶନ ଚାଲିଛି। କନ୍ଧମାଳ ଏସ୍ପି…
Read More...
Read More...